କରୋନା ମହାମାରୀ ପ୍ରଭାବିତଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା

ଉପରେ ପ୍ରକାଶିତ :     27-Mar-2020  

ରାଜ୍ୟରେ କରୋନାଭାଇରସ୍ (COVID-19) ବିପଦକୁ ଦୃଷ୍ଟିରେ ରଖି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 2200 କୋଟି ଟଙ୍କା ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିଛନ୍ତି। କରୋନା ମହାମାରୀ ଯୋଗୁଁ ପ୍ରଭାବିତ ହୋଇଥଇବା ଗରିବ ଲୋକଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି।

Other Announcements

Mobilize your Site
View Site in Mobile | Classic
Share by: