ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାର ଘୋଷଣା

27-Mar-2024    Odisha

୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳର ୨ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୬ଟି ଲୋକସଭା କ୍ଷେତ୍ର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ନବୀନ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରି ବିଜୁ ଜନତା ଦଳ ପ୍ରାର୍ଥୀଙ୍କ ପ୍ରତି ନିରନ୍ତର ଭଲପାଇବା ଓ ସମର୍ଥନ ଜାରି ରଖନ୍ତୁ। 


Events











Mobilize your Site
View Site in Mobile | Classic
Share by: